ଆଇଏଏସ୍ ସ୍ତରରେ ଅଦଳବଦଳ, ଆଇଏଏସ୍ ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି । ଆଇଏଏସ୍ ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ୱତନ୍ତ୍ର ସଚିବ ପାହ୍ୟା ମିିଳିଛି । ପୂର୍ବରୁ…