Browsing Tag

In exchange at the IAS level

ଆଇଏଏସ୍ ସ୍ତରରେ ଅଦଳବଦଳ, ଜ୍ୟୋତି ପ୍ରକାଶ ଦାସ ହେଲେ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି

ଆଇଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ। ଜ୍ୟୋତି ପ୍ରକାଶ ଦାସ ହେଲେ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି। ବୋର୍ଡ ସଭାପତି ଭାବେ ଅତିରିକ୍ତ ଦାୟିତ୍ଵ ତୁଲାଇବେ ଜ୍ୟୋତିପ୍ରକାଶ। ବର୍ତ୍ତମାନ ବୋର୍ଡ ସଭାପତି ଥିବା ରାମାଶିଷ ହାଜରାଙ୍କୁ ପ୍ରାଣୀ ସମ୍ପଦ ନିର୍ଦ୍ଦେଶକ ପଦରେ ନିଯୁକ୍ତ କରାଯାଇଛି।…