ଜଗତ୍ସିଂହପୁରରେ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀତ୍ବକୁ ବିରୋଧ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜଗତ୍ସିଂହପୁର ବିଧାନସଭା ଆସନରେ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିଛି ବିଜେଡ଼ି । ଏହାପରେ ଅନ୍ୟତମ ଆଶାୟୀ ପ୍ରାର୍ଥୀ ଅମରେନ୍ଦ୍ର ଦାସ (ଟିଟୁ)ଙ୍କ ସମର୍ଥକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଆଗରେ ଦଳୀୟ ପତାକା ପୋଡ଼ିବା ସହ…