ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳି ବିନିମୟ, ଓଡ଼ିଆ ଜବାନ ଶହୀଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଶାନ୍ତ ହୋଇପଡିଛି ଜମ୍ମୁ କାଶ୍ମୀର । ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଛି । ଏଥିରେ ୨ ଜୈଶ୍-ଇ-ମହମ୍ମଦ୍ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି । ଏଠାରେ କେତେଜଣ…