ଡିସେମ୍ବର ୯ରୁ ସୋଆରେ ଆଇଏନ୍ଏଇର ତିନିଦିନଆ ବାର୍ଷିକ ସମ୍ମିଳନୀ ଆରମ୍ଭ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଡିସେମ୍ବର ୯ ତାରିଖରୁ ଇଣ୍ଡିଆନ୍ ନ୍ୟାସ୍ନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନ୍ଏଇ)ର ତିନିଦିନିଆ ବାର୍ଷିକ ସମ୍ମିଳନୀ ଆରମ୍ଭ ହେଉଥିବା ବେଳେ ଏଥିରେ ସାରା ଦେଶରୁ ଯାନ୍ତ୍ରିକ ବିଜ୍ଞାନ କ୍ଷେତ୍ରର ବିଶିଷ୍ଟ…