ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ: ପ୍ରଥମେ ଜଗନ୍ନାଥଙ୍କୁ କରାଗଲା ନିମନ୍ତ୍ରଣ
ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ପ୍ରଥମେ ଜଗନ୍ନାଥଙ୍କୁ କରାଗଲା ନିମନ୍ତ୍ରଣ । ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ବାହାରି ଶ୍ରମନ୍ଦିର ଯାଇଥିଲା । ସେଠାରେ ମହାପ୍ରଭୁଙ୍କ ଶ୍ରୀଚରଣରେ…