ତୀର୍ଥଯାତ୍ରୀଙ୍କ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣା; ଏନ୍ଆଇଏ ଟିମ୍ ର ଯାଞ୍ଚ ଆରମ୍ଭ
ଜମ୍ମୁ-କଶ୍ମୀର ରିୟାସି ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣ। ରବିବାର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଉପରେ ଆତଙ୍କବାଦୀମାନେ ହମ୍ଲା କରିଛନ୍ତି। ଏଥିରେ ୧୦ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ମାମଲାରେ ଏବେ ଏନ୍ଆଇଏ ଟିମ୍ ଘାଟଣାସ୍ଥଳକୁ ଯାଇ ଯାଞ୍ଚ ଆରମ୍ଭ କରିଛି। ସେପଟେ…