Browsing Tag

IND vs NZ 2nd ODI called off due to rain

ବର୍ଷା ଯୋଗୁ ବାତିଲ ହେଲା ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ

ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଭାରତ ୧୨.୫ ଓଭରରେ ୧ ୱିକେଟ ବିନିମୟରେ ୮୯ ରନ କରିଥିବା ବେଳେ ମ୍ୟାଚକୁ ବନ୍ଦ ରଖାଯାଇଥିଲା । ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ ନ୍ୟୁଜିଲାଣ୍ଡ ୧-୦ରେ ଆଗୁଆ ରହିଛି ।…