ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ଯୁବତୀ
ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ସଂଗୀନ ଅଭିଯୋଗ । ବେଙ୍ଗାଲୁରୁର ଜଣେ ଯୁବତୀ ବରୁଣଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଛନ୍ତି । ପୁଲିସର ସୁଚନା ଅନୁସାରେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଗତ ୫ବର୍ଷ ହେବ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ…