ଗଠନ ହେବ ଭାରତର ତୃତୀୟ ସର୍ବବୃହତ ବ୍ୟାଙ୍କ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ ବ୍ୟାଙ୍କ ଅଫ୍ ବରୋଦା(ବିଓବି)ରେ ବିଜୟ ବ୍ୟାଙ୍କ ଏବଂ ଦେନା ବ୍ୟାଙ୍କର ମିଶ୍ରଣକୁ ମଞ୍ଜୁରୀ ପ୍ରଦାନ କରିଛି । ବୈଠକ ଶେଷରେ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ଏହି ମିଶ୍ରଣ ପରେ ଏସ୍ବିଆଇ ଓ…