ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ
ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ରଚିଲେ ଇତିହାସ । ତୃତୀୟ ଥର ପାଇଁ ଅନ୍ତରୀକ୍ଷକୁ ଉଡ଼ାଣ ଭରିଲେ ସୁନୀତା ୱିଲିୟମ୍ସ । ଫ୍ଲୋରିଡାର କାନଭେରାଲ ସ୍ପେସ ଫୋର୍ସ ଷ୍ଟେସନରୁ ମହାକାଶଚାରୀ ବଚ୍ ୱିଲମୋରଙ୍କ ସହ ମିଶି ଉଡାଣ ଭରିଛନ୍ତି ସୁନୀତା । ଲଞ୍ଚ ଆଲାଏନ୍ସ ଆଟାଲାସ ଭି ରକେଟ ଓ ବୋଇଂ ଷ୍ଟାରଲିନର…