ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସାରା ଦେଶ ଆଜି ୭୪ ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଐତିହାସିକ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ସମ୍ବୋଧନ ପ୍ରାରମ୍ଭରେ ସେ ଦେଶର…