ଭାରତୀୟ ମହିଳା ହକି ଦଳକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହିବା ପରେ ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଟୋକିଓରେ ମହିଳା ହକି ଦଳର ଲଢ଼ୁଆ ପ୍ରଦର୍ଶନ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…