ବୁଧବାର ଚନ୍ଦ୍ରରେ ଅବତରଣ କରିବ ଭାରତର ଚନ୍ଦ୍ରଯାନ-୩
୨୩ ଅଗଷ୍ଟ ୨୦୨୩ ସନ୍ଧ୍ୟାରେ ଭାରତର ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଇସ୍ରୋ (ଭାରତୀୟ ମହାକାଶ ଗବେଷଣା ସଂଗଠନ)ର ଅଧ୍ୟକ୍ଷ ତଥା ମହାକାଶ ବିଭାଗ ସଚିବ ଡ. ଏସ୍ ସୋମନାଥ ଆଜି ନୂଆଦିଲ୍ଲୀରେ ପହଞ୍ଚି କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ,…