ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଫାତିମା ବିବିଙ୍କ ପରଲୋକ
ଭାରତର ପ୍ରଥମ ମହିଳା ସୁପ୍ରିମକୋର୍ଟ ବିଚାରପତି ତଥା ତାମିଲନାଡୁର ପୂର୍ବତନ ରାଜ୍ୟପାଳ ଜଷ୍ଟିସ ଫାତିମା ବିବିଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୬ ବର୍ଷ ହୋଇଥିଲା। କେରଳ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ଏହି ସୂଚନା ଦେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଫାତିମା କିଛି ଦିନ ହେଲା ଏକ…