ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ । ବିଶିଷ୍ଟ ଶିଳ୍ପପତି ତଥା କେଜେଏସ ଗ୍ରୁପର ଅଧ୍ୟକ୍ଷ କମଳଜିତ ସିଂହ ଆଲୁୱାଲିଆଙ୍କ ଅକ୍ଟୋବର ୧୫ ତାରିଖ ଶୁକ୍ରବାର ୭୮ ବର୍ଷ ବୟସରେ ପରଲୋକ ହୋଇଯାଇଛି।
ଭାରାତୀୟ ଖଣି ଓ ଲୌହ ଶିଳ୍ପ ଉଦ୍ୟୋଗ କ୍ଷେତ୍ରରେ ଶ୍ରୀ ସିଂହ…