Browsing Tag

injured persons admitted in hospital

ବଜ୍ରପାତରେ ୨ ମୃତ୍ୟୁ ୩ ଗୁରୁତର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ବଲାଙ୍ଗିର ଓ ଗଞ୍ଜାମ ଜିଲ୍ଲାରେ ଅଭାବନୀୟ ଘଟିଛି । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ୩ ଜଣ ଗୁରୁତର ଆହତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଗତକାଲି ପ୍ରବଳ ବର୍ଷା ଓ ଘଡ଼ଘଡ଼ି…