Browsing Tag

Injured sebayat

ଆହତ ସେବାୟତଙ୍କୁ ଭେଟି ଆରୋଗ୍ୟ କାମନା କଲେ ସଞ୍ଜୟ ଦାସବର୍ମା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀରେ ରଥଯାତ୍ରା ବେଳେ ରଥ ଉପରୁ ପଡ଼ି ଆହତ ହୋଇଥିବା ମହାପ୍ରଭୁ ବଳଭଦ୍ରଙ୍କ ବରିଷ୍ଠ ସେବାୟତ ବାଉରୀବନ୍ଧୁ ଦାସମହାପାତ୍ର ଭୁବନେଶ୍ୱରର ଆପୋଲୋ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।…