ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନଏସ ବାଗିର
ଶତ୍ରୁ ରାଷ୍ଟ୍ର ବିରୋଧରେ ଭାରତର ସମରସଜ୍ଜା। ଆଜି ଭାରତୀୟ ନୌସେନାରେ ସାମିଲ ହୋଇଛି ବାହୁବଳୀ । ଫିପଥ୍ ଡିଜେଲ ଇଲେକ୍ଟ୍ରିକ ସ୍କର୍ପିନ ଆଇଏନଏସ ବାଗିର ନୌସେନାରେ ସାମିଲ ହୋଇଛି । ଆଣ୍ଟି ସରଫେସ ଓ୍ବାରଫେର, ଆଣ୍ଟିସବମେରିନ ଓ୍ବାରଫେର, ଇଣ୍ଟେଲିଜେନସି ଗ୍ୟାଦରିଂ, ସର୍ଭେଲାନ୍ସ ମିସନ…