ବାହୁଡ଼ା ଯାତ୍ରା ପ୍ରସ୍ତୁତି ଅନୁଧ୍ୟାନ କଲେ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବ୍ୟବହିତ ପୂର୍ବରୁ ଯାତ୍ରା କିପରି ଶୃଙ୍ଖଳିତ ଭାବେ ସମାପନ ହେବ ସେ ନେଇ ମଙ୍ଗଳବାର ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିରରେ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ତଦାରଖ କରୁଛନ୍ତି । ଏହି ସମୟରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା,ରାଜ୍ୟ…