ଆଇପିଏସ୍ ଅଧିକାରୀ ପ୍ରବୀଣ ସୁଦ ହେଲେ ସିବିଆଇର ପରବର୍ତ୍ତୀ ନିର୍ଦ୍ଦେଶକ
ଆଇପିଏସ୍ ଅଧିକାରୀ ପ୍ରବୀଣ ସୁଦଙ୍କୁ ଦୁଇ ବର୍ଷ ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସୁଦ ଏବେ କର୍ଣ୍ଣାଟକର ପୁଲିସର ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି। ସେ ବର୍ତ୍ତମାନର ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର…