Browsing Tag

Irfankhan

ବଲିଉଡ ସୁପରଷ୍ଟାର ଇରଫାନ ଖାନ୍ ଙ୍କ ପରଲୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବଲିଉଡ ସୁପରଷ୍ଟାର ଇରଫାନ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ । ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନି ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ତାଙ୍କୁ…