ପୂର୍ବତନ ପ୍ରଧାନମନ୍ତ୍ରୀ ଇମରାନ ଖାନଙ୍କୁ ଗୁଳିମାଡ ପରେ ଇସଲାମାବାଦ ସମ୍ପୂର୍ଣ୍ଣ ସିଲ୍
ପୂର୍ବତନ ପ୍ରଧାନମନ୍ତ୍ରୀ ଇମରାନ ଖାନଙ୍କ ଉପରେ ହୋଇଥିବା ମରଣାତ୍ମକ ଆକ୍ରମଣ ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦକୁ ସିଲ୍ କରିଦିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଇସଲାମାବାଦରେ ଲକଡାଉନ୍ ରହିବ ବୋଲି ଶାହବାଜ ସରିଫ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଅବଶ୍ୟ ଇସଲାମାବାଦରେ ଲକଡାଉନ…