ଆସନ୍ତା ବର୍ଷ ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି: ଗଜପତି ମହାରାଜା
ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିରସ୍ଥ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଗଚ୍ଛିତ ଥିବା ମୂଲ୍ୟବାନ ସମ୍ପତ୍ତିର ଗଣତି ଓ ମଣତି କରାଯିବ। ଏନେଇ ଗତ ଅଗଷ୍ଟ ୪ତାରିଖରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତି…