Browsing Tag

it will rain heavily from tomorrow till August 2

ପୁଣିଥରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତାକାଲିଠାରୁ ଅଗଷ୍ଟ ୨ ଯାଏଁ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ଏହାର ପ୍ରଭାବରେ…