ଆଉ ବିଦେଶ ଯାତ୍ରା କରିପାରିବେନି ଜ୍ୟାକ୍ଲିନ !
ଥମୁନି ବଲିଉଡ ଅଭିନେତ୍ରୀ ଜ୍ୟାକ୍ଲିନ ଫର୍ଣ୍ଣାଣ୍ଡିସଙ୍କ ଅଡୁଆ। ମହାଠକ ସୁକେଶ ଚନ୍ଦ୍ରଶେଖର ସହ ଜଡିତ ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟ ତିନି ଜଣ ଅଭିଯୁକ୍ତଙ୍କ ନ୍ୟାୟିକ ହେପାଜତକୁ ବୃଦ୍ଧି କରିଛନ୍ତି। ଏଥିସହିତ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କ ଓକିଲ…