ପୁଣି ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ
ଶ୍ରୀମନ୍ଦିର ଭିତର ଭିଡିଓ ପୁଣି ଭାଇରାଲ ହୋଇଛି। ଜଣେ ଯୁବତୀ ଶ୍ରୀମନ୍ଦିର ପରିସରସ୍ଥ ନିର୍ମାଲ୍ୟ ଖଳାରେ ଠିଆହୋଇ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି। ତାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିିଓ କରିଥିବା ଯୁବତୀଙ୍କ ନାଁ 'ଦେବଯାନୀ' ବୋଲି…