ଖୋଲିଲା ରତ୍ନଭଣ୍ଡାର; ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଠିକ୍ ୧ଟା ୨୮ ମିନିଟରେ ଖୋଲାଗଲା ବହୁ ପ୍ରତୀକ୍ଷିତ ମହାପ୍ରଭୁଙ୍କ ରତ୍ନଭଣ୍ଡାର। ବାହାର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏବେ ରତ୍ନଭଣ୍ଡାର ମଧ୍ୟରେ ୧୧ଜଣିଆ ସଦସ୍ୟ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…