ବାବା ଲିଙ୍ଗରାଜଙ୍କ ନୀତିକାନ୍ତି
ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଏକାମ୍ର କ୍ଷେତ୍ର। ମନ୍ଦିର ସୌନ୍ଦର୍ଯ୍ଯକରଣ ସହ ମନ୍ଦିର ଚତୁର୍ପାର୍ଶ୍ଵରେ ଥିବା ଛୋଟ ବଡ଼ ମନ୍ଦିର ଅଲୋକୀକରଣ କରିଛି ବିଏମସି। ସେହିଭଳି ଟ୍ରାଫିକ ଓ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ପୁଲିସ ପ୍ରଶାସନ ପକ୍ଷରୁ କରାଯାଇଛି। ରାତିରେ ସାମାଜିକ…