କରୋନା ସତର୍କତା, ଯାଜପୁରରେ ୧୪୪ ଧାରା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ‘କରୋନା’ ସତର୍କତା ପାଇଁ ସମଗ୍ର ଯାଜପୁର ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ଜନସମାଗମକୁ ବନ୍ଦ କରିବାକୁ ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ମାର୍ଚ୍ଚ ୨୧ରେ ଦଶାଶ୍ୱମେଧ ଘାଟରେ ବୈତରଣୀ ନଦୀରେ ହେବାକୁ ଥିବା ବାରୁଣୀ ସ୍ନାନ ଓ ବରାହନାଥ ପୀଠରେ ହେବାକୁ ଥିବା…