ଆଜି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମଦିନ
ଓଡିଶା ଫାଷ୍ଟ( ବ୍ୟୁରୋ): ଆଜି ହେଉଛି କଂଗ୍ରେସର ଚାଣକ୍ୟ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ 89 ତମ ଜୟନ୍ତୀ । ସେ ତିନି ତିନି ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ସହ ଆସାମର ରାଜ୍ୟପାଳ ଓ କେନ୍ଦ୍ରରେ ମନ୍ତ୍ରୀ ପଦ ମଧ୍ୟ ସମ୍ଭାଳିଥିଲେ । ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ କାଳରେ ଓଡ଼ିଶାକୁ ବିଭିନ୍ନ…