ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜନ ସମ୍ପର୍କ ପଦଯାତ୍ରା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଆଜି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ପୁରୀ ସଦର ବ୍ଲକ ୧୧ ପଞ୍ଚାୟତ ତରଫରୁ ଏକ ବିଶାଳ 'ଜନ ସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହୋଇଯାଇଅଛି। ସଦର ବ୍ଲକର ନରସିଂହପୁର…