Browsing Tag

januaari

ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ

୭୩ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ଭାରତର ନୂତନ ସମ୍ବିଧାନ ଲାଗୁ ହୋଇଥିଲା । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଦେଶ ବ୍ରିଟିଶ ସରକାର କବଳରୁ ସ୍ବାଧୀନ ହୋଇଥିଲା, କିନ୍ତୁ ଦେଶ ପରିଚାଳନା ପାଇଁ କୌଣସି ସାମ୍ବାଧାନିକ ବ୍ୟବସ୍ଥା ନଥିଲା । ବାବା ସାହେବ ଆମ୍ବେଦକରଙ୍କ…