Browsing Tag

Jharsuguda -Sambalpur MEMU derails in Odisha

ଝାରସୁଗୁଡ଼ା-ସମ୍ବଲପୁର ମେମୁ ଟ୍ରେନ ଲାଇନଚ୍ୟୁତ

ମେମୁ ଟ୍ରେନ୍ ଲାଇନଚ୍ୟୁତ । ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି । ଟ୍ରେନ୍‌?ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି । ଗାଈକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି । ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ନିର୍ଦ୍ଧାରିତ…