Browsing Tag

Jilaparisda candited

୨୭ ଜିଲ୍ଲାର ୧୬୩ ଜିଲ୍ଲା ପରିଷଦ ଜୋନରେ ଭୋଟିଂ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଜି ରାଜ୍ୟରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ୨୭ ଜିଲ୍ଲାର ୬୪ ବ୍ଲକରେ ୧୬୩ ଜିଲ୍ଲା ପରିଷଦ ଜୋନରେ ହେଉଛି ମତଦାନ । ସେହିପରି ‌୧୨୫୪ ପଞ୍ଚାୟତ ଓ ୧୭୮୯ ଓ୍ବାର୍ଡରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ମୋଟ…