ସବୁ ଜିଲ୍ଲାରେ ବିଜେଡି ଗଢିଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ୮୫୨ ଆସନରୁ ଶାସକ ବିଜେଡି ଏକାକି ୭୬୬ ଆସନ ହଟେଇଥିବା ବେଳେ, ବିଜେପି ୪୨ ଓ କଂଗ୍ରେସ ୩୭ ଆସନ ପାଇଛି । ସଂଖ୍ୟା ଦୃଷ୍ଠିରୁ ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ପରିଷଦ ସଭାପତି ଆସନ ହାତେଇବା ଜଣାପଡ଼ିଛି । ବାଲେଶ୍ୱରରେ ବିଜୟୀ ହୋଇଛନ୍ତି…