ମଞ୍ଚେଶ୍ୱରର ଯୁବକଙ୍କୁ ଇଟାରେ ଛେଚି ମାରିଲେ ଦୁବୃତ୍ତ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ରାଜଧାନୀରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଯୁବକଙ୍କୁ ଇଟାରେ ଛେଚି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଏଭଳି ଘଟଣା ମଞ୍ଚେଶ୍ୱର ଥାନା ମୁଣ୍ତାସାହି ପାଣି ଟାଙ୍କି ନିକଟରେ ଘଟିଛି ।
ସୂଚନା ଥାଉକି, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରୁଛି ପୋଲିସ ।…