ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଯୁଦ୍ଧର ରୂପଆରମ୍ଭ ହେଲା ଯୁଦ୍ଧ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆରମ୍ଭ ହେଲା ଯୁଦ୍ଧ । ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଯୁଦ୍ଧର ରୂପ ନେଇ ସାରିଛି । ୟୁକ୍ରେନ ବିପକ୍ଷରେ ସେନା ଅପରେସନ ପାଇଁ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିର୍ଦ୍ଦେଶ ଦେଇଛନ୍ତି । ସେନା ଅପରେସନ ନେଇ ଆନ୍ତର୍ଜାତୀୟ ଗଣମାଧ୍ୟମ ସୂତ୍ରରୁ ସୂଚନା ମିଳିଛି…