ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ!
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଚଳିତ ବର୍ଷ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ…