ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ ।
୧୯୬୩ ଜାନୁୟାରୀ ୨୦ ତାରିଖରେ…