ଓଆରଇଏଟିର ଅଧ୍ୟକ୍ଷ ହେଲେ ଜଷ୍ଟିସ ପ୍ରମଥ ପଟ୍ଟନାୟକ
ଓଡ଼ିଶା ରିଏଲ ଇଷ୍ଟେଟ୍ ଆପିଲେଟ୍ ଟ୍ରିବ୍ୟୁନାଲ(ଓଆରଇଏଟି) ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ପ୍ରମଥ ପଟ୍ଟନାୟକଙ୍କୁ ନିଯୁକ୍ତି ମିଳିଛି । ଜଷ୍ଟିସ ପଟ୍ଟନାୟକ ଜୁନ୍ ୩୦ତାରିଖରେ ବର୍ତ୍ତମାନର ଅଧ୍ୟକ୍ଷ ଜଷ୍ଟିସ ଏସସି ପରିଜାଙ୍କ କାର୍ଯ୍ୟକାଳ ଶେଷ ହେବାପରେ…