୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ୟୁୟୁ ଲଳିତ
ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ୟୁୟୁ ଲଳିତ । ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ସେ ଆଜି ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନର ଦରବାର ହଲ୍ ଠାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…