Browsing Tag

Kalahandi district

କଳାହାଣ୍ଡିରୁ ଚିହ୍ନଟ ହେଲେ ରାଜ୍ୟର ୨୧ ନମ୍ବର କରୋନା ଆକ୍ରାନ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା  ରୋଗୀ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ୨୧କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ୩୦୪ ନମୂନା ପରୀକ୍ଷା  ହୋଇଥିଲା। ସେଥିରୁ ଗୋଟିଏ ପଜିଟିଭ ଆସିଛି। ଯୁବକ ଜଣକ କଳାହାଣ୍ଡି ର ବୋଲି ଜଣାପଡିଛି। ସେ ବହାରିନ ରୁ ଫେରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୫ ଜଣଙ୍କ ସମେତ ୬ ମୃତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବୁଧବାର ଭୋରରୁ ଏକ ସଡ଼କ ଦୁର୍ଘଟଣା ଘଟି ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲାରେ । କଳାହାଣ୍ଡି ଜିଲ୍ଲାର ଜାରିଙ୍ଗ ଜଙ୍ଗଲ ନିକଟରେ ଆଜି ଭୋର୍‌ ପ୍ରାୟ ୪ଟା ବେଳେ ଏକ କାର୍‌ ଓ ଏକ…