ଉତ୍କଳ ଦିବସରେ ମିଳିବ କାଳିଆ କିସ୍ତି
ଉତ୍କଳ ଦିବସରେ ମିଳିବ କାଳିଆ କିସ୍ତି । ଆସନ୍ତାକାଲି ଉତ୍କଳ ଦିବସରେ ଚାଷୀମାନଙ୍କୁ କାଳିଆ କିସ୍ତି ଅର୍ଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିବେ । ଭିସି ମାଧ୍ୟମରେ ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରାଯିବ ।
ତେବେ ଝାରସୁଗୁଡ଼ା ବିଧାନସଭା ଆସନ…