ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି ।
ପବିତ୍ର ନୂଆଖାଇ…