ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ପାଇବେ କାଳିଆ ସହାୟତା ରାଶି ୨ହଜାର ଟଙ୍କା
୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ରାଶି ୨ହଜାର ଟଙ୍କା ଲେଖାଏ ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଜିଲ୍ଲାର ୧ଲକ୍ଷ ୬୫ହଜାର ୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩ କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ…