କଙ୍ଗନା ରଣାୱତଙ୍କୁ ଚାପୁଡ଼ା ମାରିଲେ ମହିଳା CISF ଗାର୍ଡ
ବଲିଉଡ ଅଭିନେତ୍ରୀ ତଥା ନବ ନିର୍ବାଚିତ ବିଜେପି ସାଂସଦ କଙ୍ଗନା ରଣାୱତଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଚଣ୍ଡିଗଡ଼ ବିମାନ ବନ୍ଦରରେ ଚାପୁଡ଼ା ମାରିଲେ CISF ଗାର୍ଡ । ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିନେତ୍ରୀ ଦାବି କରିଛନ୍ତି । ସୂଚନା ଅନୁସାରେ…