କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ଘଟଣା; ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ କେନ୍ଦ୍ର ରେଳ…
ବାଲେଶ୍ବର ଟ୍ରେନ୍ ଦୁର୍ଘଟଣା ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଦୁଇ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଭିତରେ ହୋଇଥିବା ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶେଷ ଖବର ସୁଦ୍ଧା ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବା…