Browsing Tag

Karamandal express train accident upadates

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ଘଟଣା; ମୃତକଙ୍କ ସଂଖ୍ୟା ୫୦କୁ ବୃଦ୍ଧି, ଆସନ୍ତାକାଲି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର ବାହାନଗା ନିକଟରେ ଭୟାନକ ଟ୍ରେନ ଦୁର୍ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ କରମଣ୍ଡଳ ଏକ୍ସପ୍ରେସ୍ ଏବଂ ବେଙ୍ଗାଲୁରୁ-ହାଓ୍ଵଡ଼ା ଏକ୍ସପ୍ରେସ୍ ମଧ୍ୟରେ ଭୟଙ୍କର ଧକ୍କା ହୋଇଛି। ସଦ୍ୟତମ ସୂଚନା ଅନୁସାରେ ଦୁର୍ଘଟଣାରେ ୫୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ…