ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ପ୍ରଦର୍ଶନୀ ବୁଲି ଦେଖିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍
ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିସରରେ ପ୍ରାଚୀନ, ମଧ୍ୟଯୁଗୀୟ ଏବଂ ଆଧୁନିକ ତିନୋଟି ବିଭାଗରେ ହେଉଥିବା ପ୍ରଦର୍ଶନୀକୁ ବୁଲି ଦେଖିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ଗୋଟିଏ ଛାତ ତଳେ ଓଡ଼ିଆ ଭାଷା, ସାହିତ୍ୟ, ଇତିହାସ ଏବଂ ଐତିହ୍ୟକୁ ନେଇ ପ୍ରଦର୍ଶିତ ବିଭିନ୍ନ…